1 ରାଜାବଳୀ 10:10 - ଓଡିଆ ବାଇବେଲ10 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳ; ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ। Viz kapitolaପବିତ୍ର ବାଇବଲ10 ସେ (ସ୍ତ୍ରୀ) ରାଜାଙ୍କୁ 120 ତାଲନ୍ତା ସୁବର୍ଣ୍ଣ ଦେଲେ, ସେ (ସ୍ତ୍ରୀ) ମଧ୍ୟ ତାଙ୍କୁ ବହୁ ସୁଗନ୍ଧି ଦ୍ରବ୍ୟ ଓ ରତ୍ନ ଦେଲେ। ଶିବାର ରାଣୀ ଶଲୋମନଙ୍କୁ ଯେଉଁ ପରିମାଣର ସୁଗନ୍ଧି ଦ୍ରବ୍ୟ ଓ ରତ୍ନ ଦେଲେ ଏତେ ପରିମାଣର କେହି ଇସ୍ରାଏଲକୁ କେବେ ଦେଇ ନ ଥିଲେ। Viz kapitola |