Online Bible

- Reklamy -




1 ରାଜାବଳୀ 10:19 - ଓଡିଆ ବାଇବେଲ

19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରିଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ

19 ସେହି ସିଂହାସନକୁ ଯିବାକୁ ଛଅଟି ପାବଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼େ ଗୋଲାକାର ଥିଲା। ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତ ଲମ୍ବିତ ଥିଲା ଓ ସେହି ଲମ୍ବିଥିବା ହସ୍ତ ନିକଟରେ ଦୁଇଟି ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।

Viz kapitola kopírovat




1 ରାଜାବଳୀ 10:19

Následuj nás:

Reklamy


Reklamy