1 ରାଜାବଳୀ 10:2 - ଓଡିଆ ବାଇବେଲ2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ଵର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ। Viz kapitolaପବିତ୍ର ବାଇବଲ2 ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ। Viz kapitola |