1 ରାଜାବଳୀ 10:24 - ଓଡିଆ ବାଇବେଲ24 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ପରମେଶ୍ଵର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ। Viz kapitolaପବିତ୍ର ବାଇବଲ24 ଅଧିକନ୍ତୁ ପରମେଶ୍ୱର ଶଲୋମନଙ୍କୁ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ଲୋକ ଆସିଲେ। Viz kapitola |