1 ରାଜାବଳୀ 10:27 - ଓଡିଆ ବାଇବେଲ27 ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ। Viz kapitolaପବିତ୍ର ବାଇବଲ27 ରାଜା ଇସ୍ରାଏଲକୁ ଅତ୍ୟନ୍ତ ଧନଶାଳୀ କରି ଗଢ଼ିଲେ। ଯିରୁଶାଲମ ନଗରରେ ରୂପା ସାଧାରଣତ ପଥର, ଇଟା ସଦୃଶ୍ୟ ହେଲା। ପ୍ରାଚୁର୍ଯ୍ୟ ହେତୁ ଏରସ କାଠକୁ ନିମ୍ନ ଭୂମିସ୍ଥ ଡିମ୍ବିରି ବୃକ୍ଷ ତୁଲ୍ୟ କଲେ। Viz kapitola |