1 ରାଜାବଳୀ 10:9 - ଓଡିଆ ବାଇବେଲ9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।” Viz kapitolaପବିତ୍ର ବାଇବଲ9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ୱର ଚିରକାଳ ଇସ୍ରାଏଲକୁ ପ୍ରେମ କରନ୍ତି। ତେଣୁ ସେ ଉଚିତ୍ ବିଗ୍ଭର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।” Viz kapitola |