Online Bible

- Reklamy -




1 ରାଜାବଳୀ 11:18 - ଓଡିଆ ବାଇବେଲ

18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।

Viz kapitola kopírovat

ପବିତ୍ର ବାଇବଲ

18 ସେମାନେ ମିଦିୟନରୁ ଉଠି ପାରଣକୁ ଆସିଲେ। ପାରଣରୁ କେତେକ ଲୋକଙ୍କ ସହିତ ମିଶରକୁ ଯାଇ ମିଶରର ରାଜା ଫାରୋଙ୍କୁ ସାହାଯ୍ୟ ଭିକ୍ଷା କଲେ। ଫାରୋ ତାଙ୍କୁ ସମର୍ଥନ କରି ତାଙ୍କୁ ଗୋଟିଏ ଗୃହ ଓ କିଛି ଜମି ଦେଲେ। ତାଙ୍କୁ ସେ ଖାଦ୍ୟସାମଗ୍ରୀ ଯୋଗାଇଲେ।

Viz kapitola kopírovat




1 ରାଜାବଳୀ 11:18

Následuj nás:

Reklamy


Reklamy