Online Bible

- Reklamy -




1 ରାଜାବଳୀ 11:2 - ଓଡିଆ ବାଇବେଲ

2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ

2 ଏହା ପୂର୍ବରୁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ସତର୍କ କରିଥିଲେ, “ତୁମ୍ଭେମାନେ ଅନ୍ୟ ଦେଶର କନ୍ୟାଙ୍କୁ ବିବାହ କରିବ ନାହିଁ। କାରଣ ସେମାନେ ନିଜର ସାଥୀମାନଙ୍କୁ ଅନ୍ୟ ଦେବା ଦେବୀର ଉପାସନା ପାଇଁ ଆକର୍ଷିତ କରି ପାରନ୍ତି।” ମାତ୍ର ଶଲୋମନ ସେମାନଙ୍କ ସହିତ ପ୍ରେମ କଲେ।

Viz kapitola kopírovat




1 ରାଜାବଳୀ 11:2

Následuj nás:

Reklamy


Reklamy