1 ରାଜାବଳୀ 11:3 - ଓଡିଆ ବାଇବେଲ3 ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ। Viz kapitolaପବିତ୍ର ବାଇବଲ3 ଶଲୋମନଙ୍କର 700 ରାଜପତ୍ନୀ ଥିଲେ। ଏହି ସ୍ତ୍ରୀମାନେ ଅନ୍ୟ ଦେଶର ଅଧ୍ୟକ୍ଷମାନଙ୍କର କନ୍ୟା ଥିଲେ। ଆଉ ତାଙ୍କର 300 ଉପପତ୍ନୀ ଥିଲେ। ତାଙ୍କର ପତ୍ନୀମାନେ ତାଙ୍କୁ ବିପଥଗାମୀ କରାଇଲେ। Viz kapitola |