Online Bible

- Reklamy -




1 ରାଜାବଳୀ 11:33 - ଓଡିଆ ବାଇବେଲ

33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ

33 ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚା‌ଦ୍‌ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମି‌ଲ୍‌‌‌କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।

Viz kapitola kopírovat




1 ରାଜାବଳୀ 11:33

Následuj nás:

Reklamy


Reklamy