1 ରାଜାବଳୀ 11:8 - ଓଡିଆ ବାଇବେଲ8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପନିୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ବଳିଦାନ କଲେ, ସେସମସ୍ତଙ୍କ ପାଇଁ ସେ ସେପରି କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ। Viz kapitolaପବିତ୍ର ବାଇବଲ8 ତା'ପରେ ଶଲୋମନ ତାଙ୍କର ବିଦେଶୀୟା ପତ୍ନୀମାନଙ୍କ ପାଇଁ ସେମାନଙ୍କର ନିଜ ନିଜର ମୂର୍ତ୍ତି ଦେବତାଗଣ ନିର୍ମାଣ କଲେ। ତାଙ୍କର ପତ୍ନୀମାନେ ସେହି ଦେବତାଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ସେମାନଙ୍କୁ ବଳିଦାନଗୁଡ଼ିକ ଉତ୍ସର୍ଗ କଲେ। Viz kapitola |