1 ରାଜାବଳୀ 2:19 - ଓଡିଆ ବାଇବେଲ19 ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ। Viz kapitolaପବିତ୍ର ବାଇବଲ19 ତେଣୁ ବତ୍ଶେବା ଅଦୋନିୟ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ୱାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। Viz kapitola |