1 ରାଜାବଳୀ 2:22 - ଓଡିଆ ବାଇବେଲ22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ ?” ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।” Viz kapitolaପବିତ୍ର ବାଇବଲ22 ରାଜା ଶଲୋମନ ତାଙ୍କ ମାତାଙ୍କୁ ପଗ୍ଭରିଲେ, “ତୁମ୍ଭେ ମୋତେ କାହିଁକି ଅବୀଶଗ ସହିତ ଅଦୋନିୟକୁ ବିବାହ ଦେବା ପାଇଁ କହୁଛ? ତୁମ୍ଭେ ମୋତେ କାହିଁକି ପଗ୍ଭରୁ ନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମୋର ବଡ଼ଭାଇ। ଯାଜକ ଅବିୟାଥର ଓ ସରୁୟାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।” Viz kapitola |