1 ରାଜାବଳୀ 2:23 - ଓଡିଆ ବାଇବେଲ23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ। Viz kapitolaପବିତ୍ର ବାଇବଲ23 ରାଜା ଶଲୋମନ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରୁଛି ଯେ, ମୁଁ ଅଦୋନିୟକୁ ଏଥିପାଇଁ ମୂଲ୍ୟ ଦିଆ କରାଇବି ଏବଂ ତା'ର ଜୀବନ ନେବି। ଅଦୋନିୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ। Viz kapitola |