1 ରାଜାବଳୀ 2:24 - ଓଡିଆ ବାଇବେଲ24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।” Viz kapitolaପବିତ୍ର ବାଇବଲ24 ସଦାପ୍ରଭୁ ମୋତେ ଇସ୍ରାଏଲର ରାଜା କରିଛନ୍ତି, ସେ ମୋତେ ମୋର ପିତା ଦାଉଦଙ୍କ ସିଂହାସନରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରଖିଛନ୍ତି ଓ ମୋତେ ମୋର ପରିବରକୁ ରାଜ୍ୟ ଦେଇଛନ୍ତି। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ଯେକୌଣସି ମତେ ଅଦୋନିୟ ଆଜି ନିଶ୍ଚୟ ହତ ହେବ।” Viz kapitola |