Online Bible

- Reklamy -




1 ରାଜାବଳୀ 2:26 - ଓଡିଆ ବାଇବେଲ

26 ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁ ଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋ’ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋ’ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ରାଜା ଅବୀୟାଥର ଯାଜକକୁ କହିଲେ, ତୁମ୍ଭେ ଅନାଥୋତକୁ ଆପଣା କ୍ଷେତ୍ରକୁ ଯାଅ; କାରଣ ତୁମ୍ଭେ ମୃତ୍ୟୁଯୋଗ୍ୟ; ମାତ୍ର ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”

Viz kapitola kopírovat

ପବିତ୍ର ବାଇବଲ

26 ତା'ପରେ ରାଜା ଯାଜକ ଅବିୟାଥରକୁ କହିଲେ, “ତୁମ୍ଭେ ଅନାଥୋତ ସ୍ଥିତ ତୁମ୍ଭର ଗୃହକୁ ଯାଅ। କାରଣ ତୁମ୍ଭେ ଯଦିଓ ମୃତ୍ୟୁ ଯୋଗ୍ୟ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉ ନାହିଁ, କାରଣ ତୁମ୍ଭେ ମୋର ପିତା ଦାଉଦଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମୋ’ ପିତାଙ୍କର କଠିନ ସମୟରେ ସେହି ପ୍ରକାର ବିପଦ ଗୁଡ଼ିକରେ ଭାଗୀ ହୋଇଥିଲ।”

Viz kapitola kopírovat




1 ରାଜାବଳୀ 2:26

Následuj nás:

Reklamy


Reklamy