Online Bible

- Reklamy -




1 ରାଜାବଳୀ 2:28 - ଓଡିଆ ବାଇବେଲ

28 ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏଉତ୍ତାରେ ଯୋୟାବ ନିକଟରେ ସମ୍ଵାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥି ସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।

Viz kapitola kopírovat

ପବିତ୍ର ବାଇବଲ

28 ଯୋୟାବ ଯେତେବେଳେ ଏହା ଶୁଣିଲା, ସେ ଭୟଭୀତ ହୋଇ ପଡ଼ିଲା। କାରଣ ସେ ଅବଶାଲୋମର ଅନୁଗାମୀ ନ ହୋଇ ଅଦୋନିୟର ଅନୁଗାମୀ ହୋଇଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା।

Viz kapitola kopírovat




1 ରାଜାବଳୀ 2:28

Následuj nás:

Reklamy


Reklamy