Online Bible

- Reklamy -




1 ରାଜାବଳୀ 2:32 - ଓଡିଆ ବାଇବେଲ

32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ଼୍‍ଗରେ ବଧ କରିଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।

Viz kapitola kopírovat

ପବିତ୍ର ବାଇବଲ

32 ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ୟା କରିଥିଲେ। ସେମାନେ ହେଲେ ଇସ୍ରାଏଲର ସେନାପତି ନରର ପୁତ୍ର ଅ‌‌ବ୍‌‌ନର‌ ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା। ସେ ମୋ’ ପିତା ଦାଉଦଙ୍କ ଅଜ୍ଞାତସାରରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ୟା କରିଥିଲା। ତେଣୁ ସେହି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦେବେ।

Viz kapitola kopírovat




1 ରାଜାବଳୀ 2:32

Následuj nás:

Reklamy


Reklamy