Online Bible

- Reklamy -




1 ରାଜାବଳୀ 2:33 - ଓଡିଆ ବାଇବେଲ

33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”

Viz kapitola kopírovat

ପବିତ୍ର ବାଇବଲ

33 ତେଣୁ ସେମାନଙ୍କର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ୱର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ୟ ପ୍ରତି।”

Viz kapitola kopírovat




1 ରାଜାବଳୀ 2:33

Následuj nás:

Reklamy


Reklamy