1 ରାଜାବଳୀ 2:38 - ଓଡିଆ ବାଇବେଲ38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋ’ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ତହିଁରେ ଶିମୀୟି ରାଜାଙ୍କୁ କହିଲା, ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ। ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା। Viz kapitolaପବିତ୍ର ବାଇବଲ38 ତେଣୁ ଶିମିୟି ରାଜାଙ୍କୁ କହିଲା, “ଏହା ଉତ୍ତମ କଥା, ମୋର ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚୟ ପାଳନ କରିବି।” ଏଣୁ ଶିମିୟି ଦୀର୍ଘକାଳ ଯିରୁଶାଲମରେ ବାସ କଲା। Viz kapitola |