1 ରାଜାବଳୀ 21:4 - ଓଡିଆ ବାଇବେଲ4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ। ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ। Viz kapitolaପବିତ୍ର ବାଇବଲ4 ନାବୋତଙ୍କ କଥା ଆହାବଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, “ପୈତୃକ ସମ୍ପତ୍ତି ଦେବେ ନାହିଁ ବୋଲି ମନା କଲେ।” ତେଣୁ ଏପରି ଖରାପ ମିଜାସରେ ସେ ଘରକୁ ଫେରିଲେ। ଏଣୁ ଆହାବ ନ ଖାଇ ନ ପିଇ ଶଯ୍ୟାରେ ପଡ଼ି ରହିଲେ। Viz kapitola |