Online Bible

- Reklamy -




1 ରାଜାବଳୀ 22:13 - ଓଡିଆ ବାଇବେଲ

13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”

Viz kapitola kopírovat

ପବିତ୍ର ବାଇବଲ

13 ଏହି ସମୟରେ ଆହାବଙ୍କ ଅଧିକାରୀ ମୀଖାୟଙ୍କ ନିକଟକୁ ଯାଇ କହିଲା, “ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଛନ୍ତି। ତେଣୁ ମୁଁ ବିନୟ କରୁଛି ତୁମ୍ଭେ ସେମାନଙ୍କ ପରି ମଙ୍ଗଳର ବାକ୍ୟ ରାଜାଙ୍କ ସପକ୍ଷରେ କୁହ।”

Viz kapitola kopírovat




1 ରାଜାବଳୀ 22:13

Následuj nás:

Reklamy


Reklamy