Online Bible

- Reklamy -




1 ରାଜାବଳୀ 22:17 - ଓଡିଆ ବାଇବେଲ

17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥିରେ ସେ କହିଲା, ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”

Viz kapitola kopírovat

ପବିତ୍ର ବାଇବଲ

17 ମୀଖାୟ ଉତ୍ତର କଲେ, “ମୁଁ ସମଗ୍ର ଇସ୍ରାଏଲକୁ ମାଲିକହୀନ ମେଷପଲ ସଦୃଶ ଏଣେ ତେଣେ ପର୍ବତମାନଙ୍କରେ ବୁଲୁଥିବାର ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ସେମାନଙ୍କର ମୂଖ୍ୟ ନାହାନ୍ତି, ସେମାନେ ଯୁଦ୍ଧ ନ କରି କୁଶଳରେ ନିଜ ନିଜ ଗୃହକୁ ଫେରି ଯାଆନ୍ତୁ।’”

Viz kapitola kopírovat




1 ରାଜାବଳୀ 22:17

Následuj nás:

Reklamy


Reklamy