1 ରାଜାବଳୀ 22:22 - ଓଡିଆ ବାଇବେଲ22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହୁଁ ସଦାପ୍ରଭୁ ତାହାକୁ କହିଲେ, କାହିଁରେ? ସେ କହିଲା, ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି। ତେବେ ସେ କହିଲେ, ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’ Viz kapitolaପବିତ୍ର ବାଇବଲ22 ସଦାପ୍ରଭୁ କହିଲେ, ‘ତୁମ୍ଭେ କିପରି ତାକୁ ପ୍ରତାରଣା କରିବ?’ ସ୍ୱର୍ଗଦୂତ ଉତ୍ତର ଦେଲା, ‘ମୁଁ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଦ୍ୱନ୍ଦରେ ପକାଇବି। ମୁଁ ସେମାନଙ୍କୁ ରାଜାଙ୍କ ନିକଟରେ ମିଛ କୁହାଇବି।’ ସଦାପ୍ରଭୁ କହିଲେ, ‘ଉତ୍ତମ, ଯାଅ, ତାକୁ କୌଶଳରେ ଠକିବାକୁ ଚେଷ୍ଟା କର। ଏଥିରେ ତୁମ୍ଭେ କୃତକାର୍ଯ୍ୟ ହେବ।’” Viz kapitola |