Online Bible

- Reklamy -




1 ରାଜାବଳୀ 22:31 - ଓଡିଆ ବାଇବେଲ

31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

Viz kapitola kopírovat

ପବିତ୍ର ବାଇବଲ

31 ମାତ୍ର ଅରାମର ରାଜା ତାଙ୍କର ବତିଶ୍ ରଥାଧ୍ୟକ୍ଷଙ୍କୁ ଆଦେଶ ଦେଲେ, “ତୁମ୍ଭେମାନେ ଇସ୍ରାଏଲର ରାଜା ବ୍ୟତୀତ ଅନ୍ୟ କାହା ସଙ୍ଗେ ଯୁଦ୍ଧ କର ନାହିଁ। ତୁମ୍ଭେ ନିଶ୍ଚୟ ତାଙ୍କୁ ହତ୍ୟା କରିବ।”

Viz kapitola kopírovat




1 ରାଜାବଳୀ 22:31

Následuj nás:

Reklamy


Reklamy