Online Bible

- Reklamy -




1 ରାଜାବଳୀ 22:35 - ଓଡିଆ ବାଇବେଲ

35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି ଲୋକମାନେ ଆରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।

Viz kapitola kopírovat

ପବିତ୍ର ବାଇବଲ

35 ସେଦିନ ସୈନ୍ୟମାନେ ପ୍ରବଳ ଯୁଦ୍ଧ ଚଲାଇଲେ, ରାଜା ଆହାବ ତାଙ୍କ ରଥରେ ରହିଲେ। ସେ ଅରାମୀୟ ସୈନ୍ୟମାନଙ୍କୁ ଦେଖି ରଥର ପାର୍ଶ୍ୱରେ ଆଉଜି ହୋଇ ରହିଲେ। ତାଙ୍କର ରକ୍ତରେ ରଥର ତଳ ସିକ୍ତ ହେଲା ଓ ସନ୍ଧ୍ୟାବେଳକୁ ସେ ମୃତ୍ୟୁବରଣ କଲେ।

Viz kapitola kopírovat




1 ରାଜାବଳୀ 22:35

Následuj nás:

Reklamy


Reklamy