1 ରାଜାବଳୀ 22:38 - ଓଡିଆ ବାଇବେଲ38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି। Viz kapitolaପବିତ୍ର ବାଇବଲ38 ଆଉ ସେମାନେ ଶମରିୟାର ପୋଖରୀଠାରେ ତାହାଙ୍କ ରଥକୁ ଧୋଇଲେ, ଯେଉଁଠାରେ ବେଶ୍ୟାମାନେ ସ୍ନାନ କରନ୍ତି। କୁକୁରମାନେ ଆହାବର ରକ୍ତ ଗ୍ଭଟି ଖାଇଲେ। ଏହିସବୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଘଟିଲା। Viz kapitola |