1 ରାଜାବଳୀ 22:46 - ଓଡିଆ ବାଇବେଲ46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ। Viz kapitolaପବିତ୍ର ବାଇବଲ46 ଯିହୋଶାଫଟ୍ ତାଙ୍କ ପିତା ଆସାଙ୍କ ସମୟରେ ଯେଉଁ ପୁରୁଷ ବେଶ୍ୟାମାନେ ଥିଲେ ସେମାନଙ୍କୁ ସେ ଦେଶରୁ ତଡ଼ି ଦେଲେ। Viz kapitola |