1 ରାଜାବଳୀ 22:49 - ଓଡିଆ ବାଇବେଲ49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ। ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ। Viz kapitolaପବିତ୍ର ବାଇବଲ49 ଇସ୍ରାଏଲର ରାଜା ଆହାବଙ୍କ ପୁତ୍ର ଅହସିୟ ଯିହୋଶାଫଟଙ୍କୁ କହିଲେ, ମୋର ନାବିକମାନେ ତୁମ୍ଭର ନାବିକମାନଙ୍କ ସହିତ ଜାହାଜରେ ଯିବେ, ମାତ୍ର ଯିହୋଶାଫଟ୍ ଏଥିରେ ରାଜି ହେଲେ ନାହିଁ। Viz kapitola |