1 ରାଜାବଳୀ 22:7 - ଓଡିଆ ବାଇବେଲ7 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ ?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଯିହୋଶାଫଟ୍ କହିଲେ, ଏମାନଙ୍କ ଛଡ଼ା ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?ଣଦ୍ଵି.ରା.୩:୧୧ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?” Viz kapitolaପବିତ୍ର ବାଇବଲ7 କିନ୍ତୁ ଯିହୋଶାଫଟ୍ କହିଲେ, “ତୁମ୍ଭମାନଙ୍କ ବ୍ୟତୀତ ଆଉ କେହି ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ଏଠାରେ ଅଛନ୍ତି କି? ଯଦି ସେଠାରେ ଅଛନ୍ତି, ଆମ୍ଭେ ତାହାଙ୍କୁ ପରମେଶ୍ୱରଙ୍କର ବାକ୍ୟ ପଗ୍ଭରନ୍ତୁ।” Viz kapitola |