1 ରାଜାବଳୀ 22:8 - ଓଡିଆ ବାଇବେଲ8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଆଉ ଏକ ଜଣ ଅଛି, ଯାହା ଦ୍ଵାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ। ତହୁଁ ଯିହୋଶାଫଟ୍ କହିଲେ, ରାଜା ଏପରି ନ କହନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।” Viz kapitolaପବିତ୍ର ବାଇବଲ8 ତହୁଁ ଆହାବ କହିଲେ, “ଅନ୍ୟ ଜଣେ ଭବିଷ୍ୟଦ୍ବକ୍ତା ଏଠାରେ ଅଛନ୍ତି, ଯାହାଙ୍କୁ ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ବିଷୟରେ ପଗ୍ଭରି ପାରୁ। ସେ ଇମ୍ଳର ପୁତ୍ର ମୀଖାୟ। କିନ୍ତୁ ମୁଁ ତାକୁ ଘୃଣା କରେ। କାରଣ ସେ ସର୍ବଦା ମୋ’ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ କହେ। ସେ କେବେ ମୋର ମଙ୍ଗଳ କଥା କହେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ଦୟାକରି ସେପରି କୁହନ୍ତୁ ନାହିଁ।” Viz kapitola |