Online Bible

- Reklamy -




1 ରାଜାବଳୀ 3:14 - ଓଡିଆ ବାଇବେଲ

14 ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”

Viz kapitola kopírovat

ପବିତ୍ର ବାଇବଲ

14 ତୁମ୍ଭ ପିତା ଦାଉଦଙ୍କ ପରି ତୁମ୍ଭେ ଯଦି ଆମ୍ଭର ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବ ଓ ଆମ୍ଭକୁ ଅନୁସରଣ କରିବ, ତେବେ ଆମ୍ଭେ ତୁମ୍ଭକୁ ଦୀର୍ଘଜିବୀ କରିବା।”

Viz kapitola kopírovat




1 ରାଜାବଳୀ 3:14

Následuj nás:

Reklamy


Reklamy