1 ରାଜାବଳୀ 3:24 - ଓଡିଆ ବାଇବେଲ24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ରାଜା କହିଲେ, ମୋହର କତିକି ଗୋଟିଏ ଖଣ୍ତା ଆଣ। ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ତା ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ। Viz kapitolaପବିତ୍ର ବାଇବଲ24 ଏଣୁ ରାଜା ଶଲୋମନ ଗୋଟିଏ ଖଡ଼୍ଗ ଆଣିବାକୁ ଜଣେ ଦାସକୁ ଆଦେଶ କଲେ। Viz kapitola |