1 ରାଜାବଳୀ 3:3 - ଓଡିଆ ବାଇବେଲ3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ3 ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ରେମ ପ୍ରକାଶ କଲେ। କେବଳ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନରେ ଧୂପ ଜଳାଇଲେ। Viz kapitola |