1 ରାଜାବଳୀ 3:5 - ଓଡିଆ ବାଇବେଲ5 ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଗିବୀୟୋନ୍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।” Viz kapitolaପବିତ୍ର ବାଇବଲ5 ଶଲୋମନ ଗିବିୟୋନରେ ଥିଲା ବେଳେ, ସଦାପ୍ରଭୁ ରାତ୍ରିରେ ସ୍ୱପ୍ନରେ ତାଙ୍କୁ ଦର୍ଶନ ଦେଲେ। ପରମେଶ୍ୱର ସ୍ୱପ୍ନରେ କହିଲେ, “ତୁମ୍ଭେ ଯାହା ଇଚ୍ଛା କରୁଛ ମାଗ, ଆମ୍ଭେ ତାହା ଦେବା।” Viz kapitola |