1 ରାଜାବଳୀ 3:6 - ଓଡିଆ ବାଇବେଲ6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଶଲୋମନ କହିଲେ, ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ। Viz kapitolaପବିତ୍ର ବାଇବଲ6 ଶଲୋମନ ଉତ୍ତର କଲେ, “ତୁମ୍ଭେ ମୋର ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ୟାୟ ପଥରେ ଯାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ୟ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ୟାୟରେ ତାଙ୍କର ପୁତ୍ରକୁ ସିଂହାସନରେ ବସାଇଛ। Viz kapitola |