1 ରାଜାବଳୀ 3:7 - ଓଡିଆ ବାଇବେଲ7 ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ। Viz kapitolaପବିତ୍ର ବାଇବଲ7 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମୋର ପିତା ଦାଉଦଙ୍କ ପଦରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦେଖାଇବା ପାଇଁ ଅନଭିଜ୍ଞ। Viz kapitola |