Online Bible

- Reklamy -




1 ରାଜାବଳୀ 4:27 - ଓଡିଆ ବାଇବେଲ

27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

27 ପ୍ରତି ମାସ ସେହି ବାର ଜଣ ରାଜ୍ୟପାଳମାନଙ୍କ ମଧ୍ୟରୁ ଜଣେ ଶଲୋମନ ରାଜା ଦ୍ୱାରା ନିଯୁକ୍ତି ହେଲେ। ରାଜାଙ୍କର ସେହିମାନଙ୍କ ପାଇଁ ଯେଉଁମାନେ ଖାଇବା ଟେବୁ‌ଲ୍‌‌‌ରେ ଅଂଶ ନେଲେ, ସେମାନଙ୍କ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ। ସେମାନେ କିଛି ଊଣା ନ କରି ନିର୍ଦ୍ଧିଷ୍ଟ ମାସ ପାଇଁ ଖାଦ୍ୟ ଯୋଗାଇଲେ।

Viz kapitola kopírovat




1 ରାଜାବଳୀ 4:27

Následuj nás:

Reklamy


Reklamy