Online Bible

- Reklamy -




1 ରାଜାବଳୀ 4:34 - ଓଡିଆ ବାଇବେଲ

34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ପୃଥିବୀସ୍ଥ ଯେ ଯେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

34 ସମଗ୍ର ପୃଥିବୀସ୍ଥ ଲୋକମାନେ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଲେ। ସମସ୍ତ ଦେଶର ରାଜାଗଣ ଯେଉଁମାନେ ରାଜା ଶଲୋମନଙ୍କ ଜ୍ଞାନ ବିଷୟରେ ଶୁଣିଲେ, ସେମାନଙ୍କର ଜ୍ଞାନୀ ଲୋକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନ କଥା ଶୁଣିବାକୁ ଆସିଲେ।

Viz kapitola kopírovat




1 ରାଜାବଳୀ 4:34

Následuj nás:

Reklamy


Reklamy