1 ରାଜାବଳୀ 5:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସୋରର ରାଜା ହୀରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୀରମ୍ର ପ୍ରିୟପାତ୍ର ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସୋରର ରାଜା ହୂରମ୍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍ର ପ୍ରିୟପାତ୍ର ଥିଲେ। Viz kapitolaପବିତ୍ର ବାଇବଲ1 ସୋରର ରାଜା ହୀରମ୍ ଦାଉଦଙ୍କର ସାଙ୍ଗ ଥିଲେ। ଯେତେବେଳେ ସେ ଶୁଣିବାକୁ ପାଇଲେ ଯେ, ତାଙ୍କ ପିତା ଦାଉଦଙ୍କ ପରେ ଶଲୋମନ ନୂଆ ରାଜା ରୂପେ ଅଭିଷିକ୍ତ ହୋଇଛନ୍ତି, ସେ ତାଙ୍କ ବାର୍ତ୍ତାବାହାକମାନଙ୍କୁ ତାଙ୍କ ନିକଟକୁ ପଠାଇଲେ। Viz kapitola |