Online Bible

- Reklamy -




1 ରାଜାବଳୀ 5:5 - ଓଡିଆ ବାଇବେଲ

5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଥିଲେ, ‘ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’

Viz kapitola kopírovat

ପବିତ୍ର ବାଇବଲ

5 “ସଦାପ୍ରଭୁ ମୋର ପିତା ଦାଉଦଙ୍କୁ ଶପଥ କରିଥିଲେ, ‘ଆମ୍ଭେ ତୁମ୍ଭ ବଦଳରେ ତୁମ୍ଭ ପୁତ୍ରକୁ ସିଂହାସନରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।’ ମୁଁ ବର୍ତ୍ତମାନ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଅଛି।

Viz kapitola kopírovat




1 ରାଜାବଳୀ 5:5

Následuj nás:

Reklamy


Reklamy