1 ରାଜାବଳୀ 5:6 - ଓଡିଆ ବାଇବେଲ6 ଏଣୁ ଏବେ ମୋ’ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋ’ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।” Viz kapitolaପବିତ୍ର ବାଇବଲ6 ତେଣୁ ଏବେ ମୋ’ ପାଇଁ ଲିବାନୋନ୍ରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକ ପଠାନ୍ତୁ। ମୋର ଲୋକମାନେ ଆପଣଙ୍କ ଲୋକମାନଙ୍କ ସଙ୍ଗରେ ଥିବେ; ପୁଣି ଆପଣଙ୍କ କହିବାନୁସାରେ ମୁଁ ଆପଣଙ୍କ ଲୋକମାନଙ୍କୁ ମୂଲ ଦେବି; କାରଣ ଆପଣ ଜାଣନ୍ତି କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।” Viz kapitola |