1 ରାଜାବଳୀ 6:15 - ଓଡିଆ ବାଇବେଲ15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ଭିତରେ ଗୃହ-କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ। Viz kapitolaପବିତ୍ର ବାଇବଲ15 ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡ଼ିକ ଏରସ କାଠର ପଟାରେ ଆଚ୍ଛାଦିତ ହୋଇଥିଲା। ଗୋଟିଏ ବି ପଥର ଦେଖାଗଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡ଼ିକରେ ଫୁଲ ଓ ଲତାର ଛବି ଖୋଦନ କରାଗଲା। Viz kapitola |