Online Bible

- Reklamy -




1 ରାଜାବଳୀ 6:23 - ଓଡିଆ ବାଇବେଲ

23 ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସେ ଗର୍ଭାଗାର ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ

23 ବଢ଼େଇମାନେ ଜୀତ କାଠରେ ଦଶ ହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବଦୂତଗଣ ନିର୍ମାଣ କଲେ ଓ ସେହି ପକ୍ଷବିଶିଷ୍ଟ କିରୁବଦୂତ ଦୁଇଟିକୁ ସେହି ମହାପବିତ୍ର ସ୍ଥାନରେ ସ୍ଥାପନ କଲେ।

Viz kapitola kopírovat




1 ରାଜାବଳୀ 6:23

Následuj nás:

Reklamy


Reklamy