1 ରାଜାବଳୀ 6:5 - ଓଡିଆ ବାଇବେଲ5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ଗର୍ଭାଗାରର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ5 ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା। Viz kapitola |