Online Bible

- Reklamy -




1 ରାଜାବଳୀ 7:20 - ଓଡିଆ ବାଇବେଲ

20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଦୁଇ ସ୍ତମ୍ଭର ଉପରିଭାଗରେ ମଧ୍ୟ ମୁଣ୍ତାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି ଅନ୍ୟ ମୁଣ୍ତାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ଵ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।

Viz kapitola kopírovat

ପବିତ୍ର ବାଇବଲ

20 ଆଉ ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ତାଳି ଥିଲା ଓ ସେଗୁଡ଼ିକ ପାତ୍ର ଆକୃତି ଜାଲିର ଉପରକୁ ଥିଲା। ଅନ୍ୟ ମୁଣ୍ତାଳିରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ 200ଟି ଡାଳିମ୍ବାକୃତି ଥିଲା।

Viz kapitola kopírovat




1 ରାଜାବଳୀ 7:20

Následuj nás:

Reklamy


Reklamy