1 ରାଜାବଳୀ 7:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା। Viz kapitolaପବିତ୍ର ବାଇବଲ23 ତା'ପରେ ସେ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମ ଦେଲା “ସମୁଦ୍ର”। ସେହି କୁଣ୍ତର ପରିଧି ତିରିଶ୍ ହାତ, ବ୍ୟାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା। Viz kapitola |