1 ରାଜାବଳୀ 7:24 - ଓଡିଆ ବାଇବେଲ24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା। Viz kapitolaପବିତ୍ର ବାଇବଲ24 ଚୌବାଗ୍ଭର ବାହାର କାନ୍ଥ ଗ୍ଭରିପାଖରେ ଏକ ଫନ୍ଦ ଥିଲା। ଫନ୍ଦ ତଳେ ଦୁଇଧାଡ଼ି ପିତ୍ତଳର ଲାଭା ଥିଲା। ସେହି ଲାଭାଗୁଡ଼ିକ ଚୌବାଗ୍ଭ ସହିତ ଏକ ଖଣ୍ତ କରି ନିର୍ମାଣ କରାଯାଇ ଥିଲା। Viz kapitola |