1 ରାଜାବଳୀ 7:33 - ଓଡିଆ ବାଇବେଲ33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ ଓ ନେମି ଓ ନାଭି ଓ ଅରସବୁ ଢଳାକର୍ମର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେହି ସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା। Viz kapitolaପବିତ୍ର ବାଇବଲ33 ଆଉ ସେହି ଚକଗୁଡ଼ିକ ରଥର ଚକ ସଦୃଶ ଥିଲା। ତାହାର ଅଖ, ନେମି, ନାଭି ଓ ଅର ସବୁ ଢଳା ପିତ୍ତଳରେ ନିର୍ମିତ ହୋଇଥିଲା। Viz kapitola |