Online Bible

- Reklamy -




1 ରାଜାବଳୀ 7:35 - ଓଡିଆ ବାଇବେଲ

35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଆଉ ବୈଠିକି ମୁଣ୍ତରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବେଢ଼ ଥିଲା; ପୁଣି ବୈଠିକି ଉପରିସ୍ଥ ଅବଲମ୍ଵନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।

Viz kapitola kopírovat

ପବିତ୍ର ବାଇବଲ

35 ଆଉ ପ୍ରତି ଖଟୁଲି ମୁଣ୍ତରେ ଅର୍ଦ୍ଧହସ୍ତ ଉଚ୍ଚ ପିତ୍ତଲର ଗୋଲାକାର ବେଢ଼ା ଥିଲା। ଖଟୁଲି ଉପରିସ୍ଥ ଅବଲମ୍ବନ ଓ ମଧ୍ୟ ଦେଶ ତାହା ସହିତ ନିର୍ମିତ ହୋଇଥିଲା।

Viz kapitola kopírovat




1 ରାଜାବଳୀ 7:35

Následuj nás:

Reklamy


Reklamy